ନୂଆଦିଲ୍ଲୀରେ ଜାତୀୟ ପର୍ଯ୍ୟଟନ ଦିବସରେ “ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ”ର ଶୁଭାରମ୍ଭ କଲେ ତିନି କେନ୍ଦ୍ରମନ୍ତ୍ରୀ। ଓଡ଼ିଶାକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଅତିଥି ସତ୍କାର କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫/୦୧/୨୦୨୩: ଓଡ଼ିଶାକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଅତିଥି (ପିବି ନ୍ୟୁଜ୍) କରିବାର ଦାୟିତ୍ୱ ନେବା ପାଇଁ ବୁଧବାର ନୂଆଦିଲ୍ଲୀ ସଫଦରଜଙ୍ଗ ରେଳ ଷ୍ଟେସନ୍ ଠାରେ ଭାରତ ଗୌରବ ପର୍ଯ୍ୟଟନ
Read more